Dailyhunt Logo
  • Light mode
    Follow system
    Dark mode
    • Play Story
    • App Story
ବିଦ୍ୟୁତ ଆଘାତରେ ଯୁବ ସମାଜସେବୀଙ୍କ ମୃତ୍ୟୁ

ବିଦ୍ୟୁତ ଆଘାତରେ ଯୁବ ସମାଜସେବୀଙ୍କ ମୃତ୍ୟୁ

ODISHA NEWS 1 month ago

ଘଟଗାଁ, (୧୦/୦୯) : ଆପ୍ର : କେନ୍ଦୁଝର ଜିଲ୍ଲା ସ୍ୱାମପାଟଣା ବ୍ଲକ ମୂଷାଖୋରୀ ପଞ୍ଚାୟତ ଅନ୍ତର୍ଗତ ମୁସାନାଳି ସାହିରେ ଘଟିଛି ଅଘଟଣ । 

ବିଦ୍ୟୁତ ଆଘାତରେ ଜଣେ ଯୁବ ସମାଜସେବୀଙ୍କ ମୃତ୍ୟୁ ଘଟିଛି । ମୃତକ ହେଲେ କୃଷ୍ଣଚନ୍ଦ୍ର ମହାନ୍ତଙ୍କ ପୁଅ ଦୟାନିଧି ମହାନ୍ତ । ସୂଚନା ଅନୁସାରେ, ଆଜି ସକାଳେ ଦୟାନିଧି ଘରେ ବିଦ୍ୟୁତ କାମ କରୁଥିବା ସମୟରେ ହଠାତ୍ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଗୁରୁତର ହୋଇଥିଲେ । ପରିବାର ଲୋକେ ତୁରନ୍ତ ତାଙ୍କୁ ସ୍ୱାମପାଟଣା ଗୋଷ୍ଠୀସ୍ୱାସ୍ଥ୍ୟ କେନ୍ଦ୍ରକୁ ନେଇଥିଲେ । ତେବେ ଚିକିତ୍ସାଧୀନ ଅବସ୍ଥାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।

Dailyhunt
Disclaimer: This content has not been generated, created or edited by Dailyhunt. Publisher: ODISHA NEWS