ପୀତବାସ ହତ୍ୟା ମାମଲାର ସାକ୍ଷୀଙ୍କୁ ଧମକ: ଡାକ୍ତରଙ୍କ ମୋବାଇଲ ଫୋନ ଜବତ
ବ୍ରହ୍ମପୁର,୧୬ା୯(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରର ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାର ସାକ୍ଷୀଙ୍କୁ ଜେଲ ଭିତରୁ ଯେଉଁ ମୋବାଇଲ ଫୋନରୁ ଧମକ ମିଳିଥିବା ତାହା ସେଠାରେ କାର୍ଯ୍ୟରତ ଡାକ୍ତରଙ୍କର ବୋଲି ଜଣାପଡ଼ିଛି। ପୋଲିସ ସମ୍ପୃକ୍ତ ଡାକ୍ତର ସୁଶାନ୍ତ କୁମାର ପାଣିଗ୍ରାହୀଙ୍କୁ ଥାନାରେ ହାଜର ପାଇଁ ନୋଟିସ କରିଥିଲା।
ଧରିତ୍ରୀ
• 27m ago








