Dailyhunt
୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌: ଭିତରେ ଥିଲେ ଡ୍ରାଇଭର

୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌: ଭିତରେ ଥିଲେ ଡ୍ରାଇଭର

ୟପୁର,୮।୪(ପବନ ପାଣିଗ୍ରାହୀ): ୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌। ଫଳରେ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ ପୋଲିସ ଡାକ୍ତରଖାନାରେ ଭର୍ତ୍ତି କରିଛି। ଜୟପୁର ଘାଟି ରାସ୍ତା ଆରମ୍ଭରେ ଥିବା ଗଙ୍ଗେଇସୁଣି ମନ୍ଦିର ନିକଟରେ ଏହି ଦୁର୍ଘଟଣା ଘଟିଛି । ତେବେ ଯାତାୟାତ ସ୍ବାଭାବିକ ରହିଛି । ଘଟଣାସ୍ଥଳରେ ଜୟପୁର ସଦର ପୋଲିସ ପହଞ୍ଚି ଘଟଣାର ତଦନ୍ତ କରିଛି।

Dharitri - Odisha's No.1 Odia Daily

Dailyhunt
Disclaimer: This content has not been generated, created or edited by Dailyhunt. Publisher: Dharitri