Dailyhunt Logo
  • Light mode
    Follow system
    Dark mode
    • Play Story
    • App Story
ଅବସରପ୍ରାପ୍ତ ଶିକ୍ଷକଙ୍କୁ ୨ ବର୍ଷ ଜେଲ ଦଣ୍ଡ: ରାୟ ଶୁଣାଇଲେ ଭିଜିଲନ୍ସ କୋର୍ଟ

ଅବସରପ୍ରାପ୍ତ ଶିକ୍ଷକଙ୍କୁ ୨ ବର୍ଷ ଜେଲ ଦଣ୍ଡ: ରାୟ ଶୁଣାଇଲେ ଭିଜିଲନ୍ସ କୋର୍ଟ

ଗୁଣପୁର,୫।୫( ସୁଜାତା ପାଢ଼ୀ): ରାୟଗଡା ଜିଲା ଡୁକୁମ କଲ୍ୟାଣ ବିଭାଗର ପୂର୍ବତନ ଶିକ୍ଷକ ୟୁ.ରାଜେନ୍ଦ୍ର ପାତ୍ରଙ୍କୁ ଜୟପୁର ଭିଜିଲାନସ ସ୍ବତନ୍ତ୍ର ଅଦାଲତ ବିଚାରପତି ଆୟବର୍ହିଭୂତ ସମ୍ପତି ଠୁଳ ମାମଲାରେ ୨ ବର୍ଷ ଜେଲ ଦଣ୍ଡ ସହ ୫୦ ହଜାର ଟଙ୍କାର ଜରିମାନା ରାୟ ଶୁଣାଇଛନ୍ତି ।

ପୂର୍ବରୁ ଅବସର ପ୍ରାପ୍ତ ଶିକ୍ଷକ ରାଜେନ୍ଦ୍ର ପାତ୍ରଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ କେଶ ନଂ.୧୩(୨).୧୩(୧) ପି.ଏ.

ଧାରା ୧୯୮୮ ରେ ମାମଲା ରୁଜୁ କରିଥିଲା । ସମୋବାର ଜୟପୁର ଭିଜିଲାନ୍ସ ସ୍ବତନ୍ତ୍ର ଅଦାଲତ ବିଚାରପତି ଏହି ରାୟ ଶୁଣାଇଛନ୍ତି । ଏଥି ସହିତ ଭିଜିଲାନ୍ସ ବିଭାଗ ତରଫରୁ କଲ୍ୟାଣର ବିଭାଗକୁ ତାଙ୍କ ପେନଶନ ବନ୍ଦ କରିବା ନିମନ୍ତେ ଅବଗତ ମଧ୍ୟ କରିଛନ୍ତି ।

Dharitri - Odisha's No.1 Odia Daily

Dailyhunt
Disclaimer: This content has not been generated, created or edited by Dailyhunt. Publisher: Dharitri