Dailyhunt
ଅତିରିକ୍ତ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ, ବାହାରିଲା ଏତେ ପରିମାଣର ନଗଦ ଟଙ୍କା

ଅତିରିକ୍ତ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ, ବାହାରିଲା ଏତେ ପରିମାଣର ନଗଦ ଟଙ୍କା

ଭୁବନେଶ୍ୱର,୮।୪: ଭିଜିଲାନ୍ସ ଜାଲରେ କେନ୍ଦ୍ରୀୟ ଜଳସେଚନ ସର୍କଲର ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ ରାଜେଶ ଚନ୍ଦ୍ର ମହାନ୍ତି। ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ଯନ୍ତ୍ରୀ ରାଜେଶ ଚନ୍ଦ୍ର ମହାନ୍ତିଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ୬ଟି ସ୍ଥାନରେ ଭିଜିଲାନ୍ସ ଏକକାଳୀନ ରେଡ୍‌ କରୁଛି। ଭୁବନେଶ୍ୱର, କଟକ, ଢେଙ୍କାନାଳ ଓ ଯାଜପୁରରେ ଭିଜିଲାନ୍ସ ଚଢାଉ ଜାରି ରଖିଛି।

ତେବେ ମୁଖ୍ୟ ଯନ୍ତ୍ରୀଙ୍କ ଘରୁ ନଗଦ ଟଙ୍କା ସହ ଗହଣା ମିଳିଥିବା ଜଣାପଡିଛି।


Dharitri - Odisha's No.1 Odia Daily

Dailyhunt
Disclaimer: This content has not been generated, created or edited by Dailyhunt. Publisher: Dharitri