Dailyhunt Logo
  • Light mode
    Follow system
    Dark mode
    • Play Story
    • App Story
ବୈଷ୍ଣୋଦେବୀଙ୍କ ମନ୍ଦିରରେ କଳାକନା ବୁଲାଇଲେ ଦୁର୍ବୃତ୍ତ: କାଳବୈଶାଖୀର ସୁଯୋଗ ନେଇ...

ବୈଷ୍ଣୋଦେବୀଙ୍କ ମନ୍ଦିରରେ କଳାକନା ବୁଲାଇଲେ ଦୁର୍ବୃତ୍ତ: କାଳବୈଶାଖୀର ସୁଯୋଗ ନେଇ...

ୟାଗଡ଼,୧ା୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନା ଜାମୁକଣସ୍ଥିତ ବୈଷ୍ଣୋଦେବୀଙ୍କ ମନ୍ଦିରରେ କଳାକନା ବୁଲାଇଛନ୍ତି ଦୁର୍ବୃତ୍ତ। ଗୁରୁବାର ରାତିରେ କାଳବୈଶାଖୀ ଯୋଗୁ ବିଦ୍ୟୁତ୍‌ ନ ଥିବାବେଳେ ଏହାର ସୁଯୋଗ ନେଇ ଦୁର୍ବୃତ୍ତମାନେ ସବୁ ଲୁଟିନେଇଛନ୍ତି। ପ୍ରାୟ ୪୦ ଲକ୍ଷ ଟଙ୍କାର ସୁନା ଅଳଙ୍କାର ଚୋରି କରିନେଇଛନ୍ତି।

ଅଭିଯୋଗ ପାଇ ଓଡ଼ଗାଁ ଆଦର୍ଶ ଥାନା ପୋଲିସ ପହଞ୍ଚି ତଦନ୍ତ କରୁଛି। ମନ୍ଦିର ଚୋରି ରାକେଟ କିଛି ଦିନର ନୀରବତା ପରେ ପୁଣି ସକ୍ରିୟ ହୋଇ ଉଠିଛନ୍ତି।

Dharitri - Odisha's No.1 Odia Daily

Dailyhunt
Disclaimer: This content has not been generated, created or edited by Dailyhunt. Publisher: Dharitri