Dailyhunt Logo
  • Light mode
    Follow system
    Dark mode
    • Play Story
    • App Story
ଜାଲରେ ଫସିଥିଲା ବିରାଟକାୟ ଅଜଗର, ବନବିଭାଗ କର୍ମଚାରୀ ପହଞ୍ଚିବା ପରେ...

ଜାଲରେ ଫସିଥିଲା ବିରାଟକାୟ ଅଜଗର, ବନବିଭାଗ କର୍ମଚାରୀ ପହଞ୍ଚିବା ପରେ...

ପାଟଣା,୨ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅଧୀନ ମୂଷାପଡ଼ା ଗାଁର ଭରତ ନାଏକଙ୍କ ବଗିଚାରେ ଲାଗିଥିବା ଜାଲରୁ ବୁଧବାର ପୂର୍ବାହ୍ନରେ ଏକ ୬ ଫୁଟ ଲମ୍ବର ଅଜଗର ସାପକୁ ବନବିଭାଗ ଉଦ୍ଧାର କରିଛି। ବନବିଭାଗ ପାରା ଷ୍ଟାଫ୍‌ ଏମ୍‌ଡି ଓ୍ବାସିମଙ୍କ ନେତୃତ୍ୱରେ ପାରା ଷ୍ଟାଫ୍‌ ଭରତ ଚନ୍ଦ୍ର ନାଏକ ଓ କାର୍ତ୍ତିକ ମହାନ୍ତ ଉଦ୍ଧାର କାର୍ଯ୍ୟରେ ସାମିଲ ହୋଇଥିଲେ।

ଉଦ୍ଧାର ପରେ ଅଜଗରଟିକୁ ସୁରକ୍ଷିତ ଭାବେ ଜଙ୍ଗଲରେ ଛାଡ଼ି ଦିଆଯିବ ବୋଲି ରେଞ୍ଜର ଆର୍ତ୍ତତ୍ରାଣ ମିର୍ଦ୍ଧା କହିଛନ୍ତି।


Dharitri - Odisha's No.1 Odia Daily

Dailyhunt
Disclaimer: This content has not been generated, created or edited by Dailyhunt. Publisher: Dharitri