Dailyhunt
ଖାତାକୁ ଗଲା ସୁଭଦ୍ରା ଟଙ୍କା: ଏବେ କରନ୍ତୁ ଚେକ୍‌...

ଖାତାକୁ ଗଲା ସୁଭଦ୍ରା ଟଙ୍କା: ଏବେ କରନ୍ତୁ ଚେକ୍‌...

ଭୁବନେଶ୍ୱର,୪।୫: ମହିଳାଙ୍କ ଖାତାକୁ ଗଲା ସୁଭଦ୍ରା ଟଙ୍କା। ୩ୟ କିସ୍ତିରୁ ବଞ୍ଚିତ ୧ ଲକ୍ଷ ୨୩ ହଜାର ୮୪୯ ହିତାଧିକାରୀଙ୍କୁ ମିଳିଲା ଟଙ୍କା। ୬୧ କୋଟିରୁ ଊର୍ଦ୍ଧ୍ବ ଟଙ୍କା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଯାଇଛି। ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଟଙ୍କା ପଠାଇଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଆହୁରି ଲକ୍ଷେରୁ ଅଧିକ ହିତାଧିକାରୀଙ୍କ ପାଇଁ ବିଚାର ଚାଲିଛି ବୋଲି ସୂଚନା ମିଳିଛି।

Dharitri - Odisha's No.1 Odia Daily

Dailyhunt
Disclaimer: This content has not been generated, created or edited by Dailyhunt. Publisher: Dharitri