ମେଷ ଶନି ପ୍ରଭାବରୁ ପ୍ରତ୍ୟେକ କ୍ଷେତ୍ରରେ ପ୍ରତିବନ୍ଧକ ଲାଗି ରହିବ କିନ୍ତୁ ଆପଣ ଖର୍ଚ୍ଚାନ୍ତ ହୋଇ କାମ ହାସଲ କରିବେ। ବନ୍ଧୁମାନଙ୍କ କାର୍ଯ୍ୟ ପରିପ୍ରେକ୍ଷୀରେ ସୁମଧୁର ଅନୁଭୂତିକୁ ନେଇ ଦିନଟିକୁ ବିତାଇବେ। ସ୍ବାସ୍ଥ୍ୟ ଓ ପିଲାମାନଙ୍କ ବିବାହ ସମ୍ପର୍କୀୟ ଚିନ୍ତା ନେଇ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି। ବୃଷ ଦୀର୍ଘଦିନର ସୁଚିନ୍ତିତ ନୂତନ ଗୃହ, ଅନୁଷ୍ଠାନ,ବାଣିଜ୍ୟାରମ୍ଭ କରିପାରନ୍ତି।