Dailyhunt Logo
  • Light mode
    Follow system
    Dark mode
    • Play Story
    • App Story
ରୁଷିଆରେ ବାଲୁକା କଳା ପ୍ରଦର୍ଶନ କରିବେ ଓଡ଼ିଆ ପୁଅ ଓମ୍‌ ପ୍ରକାଶ

ରୁଷିଆରେ ବାଲୁକା କଳା ପ୍ରଦର୍ଶନ କରିବେ ଓଡ଼ିଆ ପୁଅ ଓମ୍‌ ପ୍ରକାଶ

ର୍ଲାମୁଣ୍ଡା:୩।୫(ପ୍ରଦୀପ କୁମାର ସାହୁ): ଭାରତ-ରୁଷିଆ ଦୂତବାସଙ୍କ ମିଳିତ ଆନୁକୂଲ୍ୟରେ ଚଳିତ ମାସ ୧୦ରୁ ୧୨ତାରିଖ ପର୍ଯ୍ୟନ୍ତ ରୁଷିଆର ଏଲିସ୍ଥାଠାରେ ଭାରତୀୟ ସଂସ୍କୃତି ଦିବସ (Day of Indian Culture) ପାଳନ କରାଯିବ।

ଏଥିରେ ବାଲୁକା କଳା ପ୍ରଦର୍ଶନ କରିବା ପାଇଁ ନିମନ୍ତ୍ରିତ ହୋଇଛନ୍ତି ଓଡ଼ିଶା ପୁଅ। ସେ ହେଲେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଡ଼ଙ୍ଗରମୁଣ୍ଡା ଗ୍ରାମର ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ଡ଼.

ଓମ୍‌ ପ୍ରକାଶ ସାହୁ l ଓମ୍‌ ପ୍ରକାଶ ବୌଦ୍ଧ ସଂସ୍କୃତି ଉପରେ ଆଧାରିତ ଏକ କଳାକୃତି ତିଆରି କରିବେ ବୋଲି ପ୍ରକାଶ କରିଛନ୍ତି।

Dailyhunt
Disclaimer: This content has not been generated, created or edited by Dailyhunt. Publisher: Dharitri