Dailyhunt Logo
  • Light mode
    Follow system
    Dark mode
    • Play Story
    • App Story
SIRରେ କଟିଲା ୨୦ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟରଙ୍କ ନାଁ

SIRରେ କଟିଲା ୨୦ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟରଙ୍କ ନାଁ

ଭୁବନେଶ୍ୱର,୫ା୭: ରାଜ୍ୟରେ SIR ପ୍ରକ୍ରିୟାରେ ୨୦ ଲକ୍ଷ ୧୪ ହଜାର ଭୋଟରଙ୍କ ନାଁ କଟିଛି। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଆର୍‌.ଏସ୍‌ ଗୋପାଳନ। ରାଜ୍ୟରେ ବର୍ତ୍ତମାନ ୩ କୋଟି ୧୩ ଲକ୍ଷ ଭୋଟର ରହିଛନ୍ତି। ଅଯୋଗ୍ୟ ବ୍ୟକ୍ତିଙ୍କୁ ଚିଠା ତାଲିକାରୁ ବାଦ୍‌ ଦେବା ପ୍ରାଥମିକତା କହିଛନ୍ତି ସିଇଓ। ଭୁଲରେ କାହାର ନାଁ କଟିଥିଲେ ଏନେଇ ଆବେଦନ କରିପାରିବେ।

ବିଏ୍‌ଓଙ୍କୁ କଲ୍‌ କରି ଅଥବା ଓ୍ବେବ୍‌ସାଇଟ୍‌ରେ ନାଁ ଅଛି କି ନାହିଁ ଚେକ୍‌ କରିହେବ। ନାଁ ନ ଥିଲେ ଫର୍ମ-୬ର ଆନେକ୍ସର-୪ ଅନୁଯାୟୀ ଆବେଦନ କରିପାରିବେ। ୧୮ ବର୍ଷରୁ ଊଦ୍ଧର୍‌ବ ସମସ୍ତେ ଆବେଦନ କରି ପାରିବା ନେଇ ସୂଚନା ଦେଇଛନ୍ତି ସିଇଓ।


Dharitri - Odisha's No.1 Odia Daily

Dailyhunt
Disclaimer: This content has not been generated, created or edited by Dailyhunt. Publisher: Dharitri