Dailyhunt
ତୁଳା, 08 April 2026

ତୁଳା, 08 April 2026

ନିଜମନକୁ ପ୍ରଫୁଲ୍ଲିତ କରିବା ପାଇଁ କୌଣସି ମନ୍ଦିରକୁ ଯାଇ ଠାକୁରଙ୍କ ଆଶୀର୍ବାଦ ଭିକ୍ଷା କରିପାରନ୍ତି | ଜୀବନର ପ୍ରତିଟି ସୁଫଳ ପାଇଁ ଭଗବାନ ହିଁ ଭରସା | ପତ୍ନୀ ଓ ସନ୍ତାନ ସନ୍ତତିଙ୍କ ଗହଣରେ ସୁଖରେ କାଳାତିପାତ କରିବେ | ଶତ୍ରୁଜୟ କରିବେ , ଯେଉଁ କାର୍ଯ୍ୟରେ ଆଜି ଆପଣ ହାତଦେବେ ,ସୁଫଳ ପାଇବେ | ଆମୋଦ ପ୍ରମୋଦରେ ସମୟ କାଟିବା ପାଇଁ ଆଜି ଦିନଟି ସର୍ବୋତ୍କୃଷ୍ଟ ଅଟେ | ସଂଧ୍ୟାରେ କାହାର କୋମଳ ଭାଷା ଆପଣଙ୍କ ହୃଦୟକୁ ଉଲ୍ଲସିତ କରିପାରେ |

Dailyhunt
Disclaimer: This content has not been generated, created or edited by Dailyhunt. Publisher: Ganesha Speaks Oriya