Dailyhunt Logo
  • Light mode
    Follow system
    Dark mode
    • Play Story
    • App Story
ଆଗାମୀ ୨୪ ଘଂଟା ମଧ୍ୟରେ ସର୍ବାଧିକ ତାପମାତ୍ରା(ଦିନ ତାପମାତ୍ରା) ୨ରୁ ୪ ଡ଼ିଗ୍ରୀ ହ୍ରାସ ପାଇବାର ସମ୍ଭାବନା, ପରବର୍ତୀ ୨ ଦିନ ମଧ୍ୟରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ

ଆଗାମୀ ୨୪ ଘଂଟା ମଧ୍ୟରେ ସର୍ବାଧିକ ତାପମାତ୍ରା(ଦିନ ତାପମାତ୍ରା) ୨ରୁ ୪ ଡ଼ିଗ୍ରୀ ହ୍ରାସ ପାଇବାର ସମ୍ଭାବନା, ପରବର୍ତୀ ୨ ଦିନ ମଧ୍ୟରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ

Hindusthan Samachar 4 months ago

ଭୁବନେଶ୍ୱର, ୩୦ ମଇ (ହି.ସ.)- ଆଗାମୀ ୨୪ ଘଂଟା ମଧ୍ୟରେ ସର୍ବାଧିକ ତାପମାତ୍ରା(ଦିନ ତାପମାତ୍ରା) ୨ରୁ ୪ ଡ଼ିଗ୍ରୀ ହ୍ରାସ ପାଇବାର ସମ୍ଭାବନା ରହିଛି । ପରବର୍ତୀ ୨ ଦିନ ମଧ୍ୟରେ ସର୍ବାଧିକ ତାପମାତ୍ରା(ଦିନ ତାପମାତ୍ରା)ରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ । ଏହାପରେ ୨ରୁ ୩ ଡ଼ିଗ୍ରୀ ବୃଦ୍ଧି ପାଇପାରେ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ

Dailyhunt
Disclaimer: This content has not been generated, created or edited by Dailyhunt. Publisher: Hindusthan Samachar Odiya