Dailyhunt
ଆଗାମୀ ୩ ଦିନ ମଧ୍ୟରେ ରାଜ୍ୟର ଜିଲ୍ଲା ଗୁଡିକରେ ସର୍ବାଧିକ ତାପମାତ୍ରା(ଦିନ ତାପମାତ୍ରା)ରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ, ପରେ ୨ରୁ ୪ ଡ଼ିଗ୍ରୀ ହ୍ରାସ ପାଇପାରେ

ଆଗାମୀ ୩ ଦିନ ମଧ୍ୟରେ ରାଜ୍ୟର ଜିଲ୍ଲା ଗୁଡିକରେ ସର୍ବାଧିକ ତାପମାତ୍ରା(ଦିନ ତାପମାତ୍ରା)ରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ, ପରେ ୨ରୁ ୪ ଡ଼ିଗ୍ରୀ ହ୍ରାସ ପାଇପାରେ

ଭୁବନେଶ୍ୱର, ୨ ଅପ୍ରେଲ (ହି.ସ.)- ଆଗାମୀ ୩ ଦିନ ମଧ୍ୟରେ ରାଜ୍ୟର ଜିଲ୍ଲା ଗୁଡିକରେ ସର୍ବାଧିକ ତାପମାତ୍ରା(ଦିନ ତାପମାତ୍ରା)ରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ । ଏହାପରେ ୨ରୁ ୪ ଡ଼ିଗ୍ରୀ ହ୍ରାସ ପାଇପାରେ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ

Dailyhunt
Disclaimer: This content has not been generated, created or edited by Dailyhunt. Publisher: Hindusthan Samachar Odiya