Dailyhunt Logo
  • Light mode
    Follow system
    Dark mode
    • Play Story
    • App Story

ଆସନ୍ତାକାଲିଠାରୁ ୫ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର, 02 ଅଗଷ୍ଟ (ହି.ସ.)- ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଆସନ୍ତାକାଲି

ଠାରୁ ୫ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଗସ୍ତରେ ଆସିବେ। ଆସନ୍ତାକାଲି ରାଷ୍ଟ୍ରପତି କଟକରେ ଜଗଦଗୁରୁ

କୃପାଳୁ ବିଶ୍ୱବିଦ୍ୟାଳୟର ଉଦଘାଟନ କରିବେ।

୪ ଅଗଷ୍ଟରେ ରାଷ୍ଟ୍ରପତି ଭୁବନେଶ୍ୱରରୁ ବ୍ରହ୍ମପୁର ପର୍ଯ୍ୟନ୍ତ

ଟ୍ରେନ ଯାତ୍ରା କରିବେ ଏବଂ ତପ୍ତପାଣିରେ ମା' କନ୍ଧୁଣୀ ଦେବୀ ମନ୍ଦିର ଓ ଶିବ ମନ୍ଦିରରେ ଦର୍ଶନ

ଏବଂ ଆଳତୀ କରିବେ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା

Dailyhunt
Disclaimer: This content has not been generated, created or edited by Dailyhunt. Publisher: Hindusthan Samachar Odiya