Dailyhunt Logo
  • Light mode
    Follow system
    Dark mode
    • Play Story
    • App Story

ବାବୁ ସିଂଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁକେଶ ମହାଲିଙ୍ଗ

ଭୁବନେଶ୍ୱର, 02 ଜୁଲାଇ (ହି.ସ.)- ବାବୁ ସିଂଙ୍କୁ

ନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ

ମିଡିଆ ଏକ୍ସରେ ସେ କହିଛନ୍ତି ଯେ, ଏକାମ୍ର ବିଧାନସଭା କ୍ଷେତ୍ରର ଜନପ୍ରିୟ ବିଧାୟକ ଶ୍ରୀ ବାବୁ

ସିଂଙ୍କୁ ଜନ୍ମଦିନର ହାର୍ଦ୍ଦିକ ଅଭିନନ୍ଦନ। ବାବା ଲିଙ୍ଗରାଜଙ୍କ ନିକଟରେ ଆପଣଙ୍କ ମଙ୍ଗଳମୟ

ଜୀବନ କାମନା କରୁଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା

Dailyhunt
Disclaimer: This content has not been generated, created or edited by Dailyhunt. Publisher: Hindusthan Samachar Odiya