Dailyhunt
ବିଶ୍ୱ ସ୍ୱାସ୍ଥ୍ୟ ଦିବସରଶୁଭେଚ୍ଛା ଜଣାଇଲେ ପ୍ରଭାତି ପରିଡା

ବିଶ୍ୱ ସ୍ୱାସ୍ଥ୍ୟ ଦିବସରଶୁଭେଚ୍ଛା ଜଣାଇଲେ ପ୍ରଭାତି ପରିଡା

ଭୁବନେଶ୍ୱର, 07 ଏପ୍ରିଲ୍ (ହି.ସ.)- ବିଶ୍ୱ ସ୍ୱାସ୍ଥ୍ୟ ଦିବସରଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ

ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ବିଶ୍ୱ ସ୍ୱାସ୍ଥ୍ୟଦିବସ ଅବସରରେ, ଆସନ୍ତୁ ଆମେ ଏକ ସୁସ୍ଥ

ଏବଂ ଶକ୍ତିଶାଳୀ ସମାଜ ଗଠନ ପାଇଁ ଆମର ପ୍ରତିବଦ୍ଧତାକୁ ପୁନଃ ସ୍ଥିର କରିବା।

ସମସ୍ତଙ୍କର

ସୁସ୍ଥତା ଓ କୁଶଳମଙ୍ଗଳର ଶୁଭେଚ୍ଛା ଜଣାଉଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା

Dailyhunt
Disclaimer: This content has not been generated, created or edited by Dailyhunt. Publisher: Hindusthan Samachar Odiya