Dailyhunt Logo
  • Light mode
    Follow system
    Dark mode
    • Play Story
    • App Story
ବିଶ୍ୱ ତମାଖୁ ବର୍ଜନ ଦିବସରେ ତମାଖୁ ବର୍ଜନ କରିବାକୁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଅପିଲ

ବିଶ୍ୱ ତମାଖୁ ବର୍ଜନ ଦିବସରେ ତମାଖୁ ବର୍ଜନ କରିବାକୁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଅପିଲ

ଭୁବନେଶ୍ୱର, 31 ମେ (ହି.ସ.)- ବିଶ୍ୱ ତମାଖୁ ବର୍ଜନ ଦିବସରେ ତମାଖୁ ବର୍ଜନ କରିବାକୁ ସ୍ୱାସ୍ଥ୍ୟମନ୍ତ୍ରୀ

ଡ.ମୁକେଶ ମହାଲିଙ୍ଗ ଅପିଲ କରିଛନ୍ତି । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ,

ଆଜି ବିଶ୍ୱ ତମାଖୁ ବର୍ଜନ ଦିବସ ଅବସରରେ ଆସନ୍ତୁ ଏକ ସୁସ୍ଥ ସମାଜ ଗଠନ ନିମନ୍ତେ ତମାଖୁ ବର୍ଜନ

କରିବା ପାଇଁ ଶପଥ ନେବା।

ନିଜେ ସଚେତନ ହେବା ସହ ଅନ୍ୟମାନଙ୍କୁ ସଚେତନ କରିବା।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା

Dailyhunt
Disclaimer: This content has not been generated, created or edited by Dailyhunt. Publisher: Hindusthan Samachar Odiya