Dailyhunt
ଗୁରୁ କେଳୁଚରଣ ମହାପାତ୍ରଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ପ୍ରଭାତି     ପରିଡା

ଗୁରୁ କେଳୁଚରଣ ମହାପାତ୍ରଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ପ୍ରଭାତି ପରିଡା

ଭୁବନେଶ୍ୱର, 07 ଏପ୍ରିଲ୍ (ହି.ସ.)- ଗୁରୁ କେଳୁଚରଣ ମହାପାତ୍ରଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ

କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା

କହିଛନ୍ତି ଯେ, ମହାନ ଓଡ଼ିଶୀ ନୃତ୍ୟଗୁରୁ 'ପଦ୍ମବିଭୂଷଣ' ଗୁରୁ କେଳୁଚରଣ

ମହାପାତ୍ରଙ୍କ ପୁଣ୍ୟତିଥି ଅବସରରେ ବିନମ୍ର ଶ୍ରଦ୍ଧାଞ୍ଜଳି ଜଣାଉଛି ।

ଓଡ଼ିଶୀ ନୃତ୍ୟକୁ

ଲୋକପ୍ରିୟ କରାଇବାରେ ତାଙ୍କ ଭୂମିକା ଅତୁଳନୀୟ ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା

Dailyhunt
Disclaimer: This content has not been generated, created or edited by Dailyhunt. Publisher: Hindusthan Samachar Odiya