ଭୁବନେଶ୍ୱର, 31 ମେ (ହି.ସ.)- ଲୋକଭବନରେ ରାଜ୍ୟପାଳ ଡ.ହରିବାବୁ କମ୍ଭମପତିଙ୍କ ସହ ମନ୍ କୀ ବାତ ଶୁଣିଛନ୍ତି
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ବରିଷ୍ଠ ମନ୍ତ୍ରୀଗଣ ଓ ବିଭିନ୍ନ ବିଶ୍ୱବିଦ୍ୟାଳୟର କୁଳପତିମାନେ
ପ୍ରଧାନମନ୍ତ୍ରୀଙ୍କ ମନ୍ କି ବାତ୍ କାର୍ଯ୍ୟକ୍ରମ ଶୁଣିଛନ୍ତି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା
