Dailyhunt Logo
  • Light mode
    Follow system
    Dark mode
    • Play Story
    • App Story

ଲୋକମାନ୍ୟ ବାଳ ଗଙ୍ଗାଧର ତିଳକଙ୍କ ସ୍ମରଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, 01 ଅଗଷ୍ଟ (ହି.ସ.)- ଲୋକମାନ୍ୟ ବାଳ

ଙ୍ଗାଧର ତିଳକଙ୍କ ସ୍ମୃତିଚାରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ

ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମହାନ ସ୍ୱାଧୀନତା ସଂଗ୍ରାମୀ ତଥା ସମାଜ

ସଂସ୍କାରକ ଲୋକମାନ୍ୟ ବାଳ ଗଙ୍ଗାଧର ତିଳକଙ୍କ ଶ୍ରାଦ୍ଧ ବାର୍ଷିକୀରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି

। ଦେଶପ୍ରେମ ଓ ଜାତୀୟ ଏକତା ପାଇଁ ତାଙ୍କ ଆଦର୍ଶ ସର୍ବଦା ଆମକୁ ପ୍ରେରଣା ଯୋଗାଇବ ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା

Dailyhunt
Disclaimer: This content has not been generated, created or edited by Dailyhunt. Publisher: Hindusthan Samachar Odiya