Dailyhunt Logo
  • Light mode
    Follow system
    Dark mode
    • Play Story
    • App Story

ପ୍ରବଳ ବର୍ଷା ପାଇଁ କନ୍ଧମାଳ ଜିଲ୍ଲାରେ 2 ଦିନ ସ୍କୁଲ ଛୁଟି

ଭୁବନେଶ୍ୱର, 02 ଜୁଲାଇ (ହି.ସ.)- କନ୍ଧମାଳ

ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ଜାରି ରହିଛି। ଏହାକୁ ଦୃଷ୍ଟିରେ ରଖି ୨ ଦିନ ସ୍କୁଲ୍ ଛୁଟି ଘୋଷଣା କରାଯାଇଛି। ସ୍କୁଲ ଛୁଟି ଘୋଷଣା

କରିଛନ୍ତି ଜିଲ୍ଲାପାଳ। ଆଜି ଓ ଆସନ୍ତାକାଲି ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଛୁଟି ରହିବ।

ତେବେ ଏହି ସମୟରେ ପରୀକ୍ଷା ଓ ସ୍କୁଲର ଅନ୍ୟାନ୍ୟ କାର୍ଯ୍ୟ ଜାରି ରହିବ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା

Dailyhunt
Disclaimer: This content has not been generated, created or edited by Dailyhunt. Publisher: Hindusthan Samachar Odiya