Dailyhunt Logo
  • Light mode
    Follow system
    Dark mode
    • Play Story
    • App Story

ପୂର୍ବତନ ରାଜ୍ୟପାଳ ନିତ୍ୟାନନ୍ଦ କାନୁନଗୋଙ୍କ ସ୍ମରଣ କଲେ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର, 02 ଅଗଷ୍ଟ (ହି.ସ.)- ପୂର୍ବତନ ରାଜ୍ୟପାଳ ନିତ୍ୟାନନ୍ଦ କାନୁନଗୋଙ୍କ ସ୍ମରଣ କରିଛନ୍ତି

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ ଧର୍ମେନ୍ଦ୍ର

କହିଛନ୍ତି ଯେ, ପୂର୍ବତନ ରାଜ୍ୟପାଳ ତଥା ବିଶିଷ୍ଟ ରାଜନୀତିଜ୍ଞ ନିତ୍ୟାନନ୍ଦ କାନୁନଗୋଙ୍କ ଶ୍ରାଦ୍ଧବାର୍ଷିକୀରେ

ଶ୍ରଦ୍ଧାଞ୍ଜଳି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା

Dailyhunt
Disclaimer: This content has not been generated, created or edited by Dailyhunt. Publisher: Hindusthan Samachar Odiya