Dailyhunt Logo
  • Light mode
    Follow system
    Dark mode
    • Play Story
    • App Story

ସ୍ୱାମୀ ବିବେକାନନ୍ଦଙ୍କ ପୁଣ୍ୟତିଥିରେ ତାଙ୍କୁ ନମନ କଲେ ପ୍ରଭାତି ପରିଡା

ଭୁବନେଶ୍ୱର, 04 ଜୁଲାଇ (ହି.ସ.)- ସ୍ୱାମୀ

ବିବେକାନନ୍ଦଙ୍କ ପୁଣ୍ୟତିଥିରେ ତାଙ୍କୁ ନମନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା ।

ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ଯୁବବର୍ଗଙ୍କ ପ୍ରେରଣା, ମହାନ ଦାର୍ଶନିକ ତଥା ଆଧ୍ୟାତ୍ମିକ ଗୁରୁ ସ୍ୱାମୀ ବିବେକାନନ୍ଦଙ୍କ

ପୁଣ୍ୟତିଥି ଅବସରରେ କୋଟି କୋଟି ପ୍ରଣାମ ଜଣାଉଛି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା

Dailyhunt
Disclaimer: This content has not been generated, created or edited by Dailyhunt. Publisher: Hindusthan Samachar Odiya