Dailyhunt Logo
  • Light mode
    Follow system
    Dark mode
    • Play Story
    • App Story

ଟଙ୍କଧର ତ୍ରିପାଠୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, 02 ଜୁଲାଇ (ହି.ସ.)- ଟଙ୍କଧର

ତ୍ରିପାଠୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ

ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଝାରସୁଗୁଡ଼ାର ଲୋକପ୍ରିୟ ବିଧାୟକ ଶ୍ରୀ

ଟଙ୍କଧର ତ୍ରିପାଠୀଙ୍କୁ ଜନ୍ମଦିନ ଅବସରରେ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭକାମନା ।

ମହାପ୍ରଭୁ

ଶ୍ରୀ ଜଗନ୍ନାଥ ଆପଣଙ୍କୁ ସୁଖୀ, ନିରୋଗ ଓ

ଦୀର୍ଘାୟୁ କରିବା ସହ ଜନସେବା ପାଇଁ ଅସୀମ ଶକ୍ତି ପ୍ରଦାନ କରନ୍ତୁ ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା

Dailyhunt
Disclaimer: This content has not been generated, created or edited by Dailyhunt. Publisher: Hindusthan Samachar Odiya