ଭୁବନେଶ୍ୱର, 04 ମେ (ହି.ସ.)- ଉପରାଷ୍ଟ୍ରପତିଙ୍କୁ
ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ
ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ଭାରତର ଉପରାଷ୍ଟ୍ରପତି ଶ୍ରୀ ସି. ପି. ରାଧାକୃଷ୍ଣନ ଜୀଙ୍କୁ
ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା। ମହାପ୍ରଭୁ ଶ୍ରୀ ଜଗନ୍ନାଥ ଆପଣଙ୍କୁ ଭଲ ସ୍ୱାସ୍ଥ୍ୟ ଓ
ସୁଖ-ଶାନ୍ତିର ଆଶୀର୍ବାଦ କରନ୍ତୁ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା
