Dailyhunt
ବିଶ୍ୱସ୍ତରୀୟ ହେବ ଓଡ଼ିଶା ପର୍ଯ୍ୟଟନ

ବିଶ୍ୱସ୍ତରୀୟ ହେବ ଓଡ଼ିଶା ପର୍ଯ୍ୟଟନ

ବୁ ବିଭାଗ ପର୍ଯ୍ୟଟନକୁ ଫୋକସ କରିବାକୁ ସଚିବ ସ୍ତରୀୟ ବୈଠକରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ନିର୍ଦ୍ଦେଶ । ପର୍ଯ୍ୟଟନ କ୍ଷେତ୍ରରେ କେଉଁ ବିଭାଗ କଣ ଯୋଗ ଦାନ କରିପାରିବ ସେନେଇ ସଚିବ ସ୍ତରୀୟ ବୈଠକର ଆଲୋଚନା କରିଛନ୍ତି ଅନୁ ଗର୍ଗ।ଯେପରି ପର୍ଯ୍ୟଟକଙ୍କ ପ୍ରଥମ ପସନ୍ଦ ଓଡ଼ିଶା ହେବ ସେ ଦିଗରେ ଗୁରୁତ୍ବ ଦିଆଯିବ ବୋଲି ଦୋହରାଇଛନ୍ତି ମୁଖ୍ୟ ଶାସନ ସଚିବ।

Dailyhunt
Disclaimer: This content has not been generated, created or edited by Dailyhunt. Publisher: HRTV Odia