Dailyhunt
କୁମ୍ଭୀରଙ୍କ ପ୍ରଜନନ ଋତୁ, ଆଜିଠୁ ତିନି ମାସ ଯାଏଁ ଭିତରକନିକା ବନ୍ଦ

କୁମ୍ଭୀରଙ୍କ ପ୍ରଜନନ ଋତୁ, ଆଜିଠୁ ତିନି ମାସ ଯାଏଁ ଭିତରକନିକା ବନ୍ଦ

ଡ଼ିଶାର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ଭିତରକନିକା ଜାତୀୟ ଉଦ୍ୟାନ ଆଜିଠାରୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ । ବଉଳା କୁମ୍ଭୀରଙ୍କ ପ୍ରଜନନ କାରଣରୁ ଆସନ୍ତା ଜୁଲାଇ ୩୧ ତାରିଖ ଦୀର୍ଘ ତିନିମାସ ଧରି ଭିତରକନିକାକୁ ବନ୍ଦ ରଖାଯିବ ।ସାଧାରଣତଃ ଶୀତକାଳରେ ଭିତରକନିକାରେ ହଜାର ହଜାର ପର୍ଯ୍ୟଟକ ଭିଡ଼ ହୁଏ । ବିଶେଷକରି ବଉଳ କୁମ୍ଭୀର ଦେଖିବା ଓ ମ୍ୟାଙ୍ଗ୍ରୋଭ ଜଙ୍ଗଲର ସୌନ୍ଦର୍ଯ୍ୟ ଉପଭୋଗ ପାଇଁ ଏଠାକୁ ଲୋକେ ଭିଡ଼ କରନ୍ତି।

କିନ୍ତୁ ଏବେ ପ୍ରକୃତି ଓ ବନ୍ୟଜନ୍ତୁଙ୍କ ସୁରକ୍ଷା ପାଇଁ ଏହି ସ୍ଥଳ କିଛି ଦିନ ପାଇଁ ପର୍ଯ୍ୟଟକଙ୍କ ଲାଗି ବନ୍ଦ ରହିବ ।

Dailyhunt
Disclaimer: This content has not been generated, created or edited by Dailyhunt. Publisher: HRTV Odia