Dailyhunt Logo
  • Light mode
    Follow system
    Dark mode
    • Play Story
    • App Story
ପୁରୀରେ ହେବ BRICS ସମ୍ମିଳନୀ

ପୁରୀରେ ହେବ BRICS ସମ୍ମିଳନୀ

ଡ଼ିଶାରେ ପୁଣି ଏକ ବିଶ୍ୱସ୍ତରୀୟ ସମ୍ମିଳନୀ ଆୟୋଜନ ହେବାକୁ ଯାଉଛି। ଆସନ୍ତା ଜୁନ ୩ରୁ ପୁରୀରେ ହେବ BRICS ଦ୍ୱିତୀୟ ବୈଷୟିକ ସମ୍ମିଳନୀ। ଏହି ସମ୍ମିଳନୀରେ ଯୋଗ ଦେବେ BRICS ରାଷ୍ଟ୍ରସମୂହର ପ୍ରତିନିଧି ଓ ବିଶେଷଜ୍ଞ।ଉଲ୍ଲେଖଯୋଗ୍ୟ ଯେ, ବ୍ରାଜିଲ୍, ଇଜିପ୍ଟ୍, ଇଥିଓପିଆ, ଇଣ୍ଡୋନେସିଆ, ଇରାନ୍, ଋଷିଆ, ସାଉଦି ଆରବ, ଦକ୍ଷିଣ ଆଫ୍ରିକା, ୟୁଏଇ ଏବଂ ଚୀନ ଆଦି ଦେଶର ପ୍ରତିନିଧିଗଣ ଏହି ସମ୍ମିଳନୀରେ ଯୋଗ ଦେବେ ।

ଓଡ଼ିଶାକୁ ଏହି ଗୁରୁତ୍ୱପୂର୍ଣ୍ଣ ବୈଷୟିକ ବୈଠକର ଆୟୋଜକ ଭାବେ ଚୟନ କରାଯାଇଥିବାର ପ୍ରଚ୍ଛଦରେ ରହିଛି ବିପର୍ଯ୍ୟୟ ପ୍ରସ୍ତୁତି ଓ ପରିଚାଳନା କ୍ଷେତ୍ରରେ ରାଜ୍ୟର ସକ୍ରିୟ, ସଫଳ ଏବଂ ସୁଦୃଢ଼ ପଦକ୍ଷେପ।

Dailyhunt
Disclaimer: This content has not been generated, created or edited by Dailyhunt. Publisher: HRTV Odia