ଭୁବନେଶ୍ୱର- ଆଗାମୀ ୩ ଦିନ ଅର୍ଥାତ୍ ୫ରୁ ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ପାଗ ଖରାପ ରହିବା ସହିତ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ରହିଛି । ତେଣୁ ମତ୍ସ୍ୟଜିବୀ ମାନଙ୍କୁ ଓଡ଼ିଶା ଉପକୂଳ ଏବଂ ବାହାର ସମୁଦ୍ରକୁ ମଧ୍ୟକୁ ମାଛ ଧରିବାକୁ ଯିବାକୁ ବାରଣ କରାଯାଇଛି ।
ଏହି ସମୟରେ ଓଡ଼ିଶା ଉପକୂଳ ସମୁଦ୍ର ଏବଂ ବାହାରେ ପବନର ବେଗ ଘଂଟା ପ୍ରତି ୪୫ରୁ ୫୫ କି.ମି.
ତଥା ଏହାର ଝଟକା ୬୫ କି.ମି. ଛୁଇଁପାରେ । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରବିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO

