Friday, 07 May, 6.09 pm Indo Kaling Times

ଓଡ଼ିଆ
ଦିଲ୍ଲୀରେ ଗତ ୨୪ ଘଂଟାରେ ୧୯,୧୩୩ କରୋନାର ନୂଆ ମାମଲା

ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୧୯,୧୩୩ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୩୩୫ ଜଣଙ୍କର ମୃତ୍ୟୁ ଘଟିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୯୦,୬୨୯ହୋଇ ଯାଇଛି ।

ଉତରାଖଣ୍ଡରେ କରୋନାର ୮୫୧୭ନୂଆ ମାମଲା ଦେହରାଦୂନ, ଉତରାଖଣ୍ଡରେ କରୋନାର ୮୫୧୭ଟି ନୂଆ ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ କରୋନା ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ବଢି ୬୨,୯୧୧ହୋଇଛି । ମୁମ୍ବାଇରେ ଗତ ୨୪ ଘଂଟାରେ ୩୦୫୬କରୋନାର ନୂଆ ମାମଲା ମୁମ୍ବାଇ , ମୁମ୍ବାଇରେ ଗତ ୨୪ ଘଂଟାରେ ୩୦୫୬ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୭୯ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ଏଠାରେ ମୋଟ କରୋନା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ବଢି ୫୦,୬୦୬ହୋଇଛି ।

ଉତରାଖଣ୍ଡରେ କରୋନାର ୮୫୧୭ନୂଆ ମାମଲା

ଦେହରାଦୂନ, ଉତରାଖଣ୍ଡରେ କରୋନାର ୮୫୧୭ଟି ନୂଆ ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ କରୋନା ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ବଢି ୬୨,୯୧୧ହୋଇଛି ।

ମୁମ୍ବାଇ , ମୁମ୍ବାଇରେ ଗତ ୨୪ ଘଂଟାରେ ୩୦୫୬ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୭୯ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ଏଠାରେ ମୋଟ କରୋନା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ବଢି ୫୦,୬୦୬ହୋଇଛି ।

40183

SHARES

Share on Facebook Tweet Follow us Share Share Share Share Share

40183

SHARES

Share on Facebook Tweet Follow us Share Share Share Share Share

Share on Facebook

Tweet

Follow us

Share

Share

Share

Share

Share

Dailyhunt
Disclaimer: This story is auto-aggregated by a computer program and has not been created or edited by Dailyhunt. Publisher: Indo Kaling Times
Top