ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୧୨୨୩୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୧୨୪୦୦ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୪୨୩୨୫୭ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ୮୬୯୫୦ ରହିଛି ।
ଆଜି ଚିହ୍ନଟ ହୋଇଥିବା ୧୨୨୩୮ ଜଣଙ୍କ ମଧ୍ୟରୁ ୬୯୧୪ ଜଣ ସଂଗରୋଧରୁ ହୋଇଥିବା ବେଳେ ୫୩୨୪ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି ।
ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
40183
SHARES
Share on Facebook Tweet Follow us Share Share Share Share Share40183
SHARES
Share on Facebook Tweet Follow us Share Share Share Share Share
Share on Facebook
Tweet
Follow us
Share
Share
Share
Share
Share
