ଭୁବନେଶ୍ୱର : ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ଅବସରରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଛନ୍ତି।
ସୋସିଆଲ ମିଡିଆରେ ନବୀନ କହିଛନ୍ତି ଯେ, ଓଡ଼ିଶାର ଗୌରବମୟ ନୌବାଣିଜ୍ୟ ପରମ୍ପରା ଓ ଐତିହାସିକ ଗାଥାକୁ ସ୍ମରଣ କରି ରାଜ୍ୟର ପ୍ରଗତି ଓ ସମୃଦ୍ଧି ପାଇଁ ସମସ୍ତେ ଏକଜୁଟ ହୋଇ ଆଗକୁ ବଢ଼ିବା ଉଚିତ।
ଏକତା ଓ ସାମୂହିକ ପ୍ରୟାସ ମାଧ୍ୟମରେ ଓଡ଼ିଶାର ବିକାଶକୁ ଆଗେଇ ନେବାକୁ ସେ ଆହ୍ୱାନ ଦେଇଛନ୍ତି।
Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO

