Friday, 07 May, 5.57 pm Indo Kaling Times

ଓଡ଼ିଆ
ମଧ୍ୟପ୍ରଦେଶରେ ଗତ ୨୪ ଘଂଟାରେ ୧୨,୪୨୧ କରୋନାର ନୂଆ ମାମଲା, ୮୬ ମୃତ

ଭୋପାଳ , ମଧ୍ୟପ୍ରଦେଶରେ ଗତ ୨୪ ଘଂଟାରେ ୧୨,୪୨୧ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୮୬ ଜଣଙ୍କର ମୃତ୍ୟୁ ଘଟିଛି । ମଧ୍ୟ ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୮୮,୬୧୪ହୋଇ ଯାଇଛି । ବର୍ତମାନ ସୁଦ୍ଧା ୬୧୬୦ଜଣଙ୍କର ମୃତ୍ୟୁ ଘଟିଛି ।

ଉତର ପ୍ରଦେଶରେ ୨୬,୭୮୦ କରୋନା ନୂଆ ମାମଲା

ଲକ୍ଷ୍‌ନୌ , ଉତର ପ୍ରଦେଶରେ ଗତ ୨୪ ଘଂଟାରେ ୨୬,୭୮୦ ନୂଆ କରୋନା ସଂକ୍ରମଣର ମାମଲା ସାମନାକୁ ଆସିଛି । ଉତର ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ ୨,୫୯,୮୪୪ସକ୍ରିୟ ମାମଲା ରହିଛି । ବର୍ତମାନ ସୁଦ୍ଧା ରାଜ୍ୟରେ ୧୪,୫୦୧ ଜଣଙ୍କର ମୃତ୍ୟୁ ଘଟିଛି ।

କେରଳରେ ଗତ ୨୪ ଘଂଟାରେ ୪୨,୪୬୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ତିରୁବନନ୍ତପୁରମ , କେରଳରେ ଗତ ୨୪ ଘଂଟାରେ ୪୨,୪୬୪ ନୂଆ କରୋନା ସଂକ୍ରମଣର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।ଏହା ସହ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୩,୯୦,୯୦୬ ହୋଇ ଯାଇଛି ।

ତିରୁବନନ୍ତପୁରମ , କେରଳରେ ଗତ ୨୪ ଘଂଟାରେ ୪୨,୪୬୪ ନୂଆ କରୋନା ସଂକ୍ରମଣର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।ଏହା ସହ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୩,୯୦,୯୦୬ ହୋଇ ଯାଇଛି ।

40183

SHARES

Share on Facebook Tweet Follow us Share Share Share Share Share

40183

SHARES

Share on Facebook Tweet Follow us Share Share Share Share Share Share on Facebook Tweet Follow us Share Share Share Share Share

Dailyhunt
Disclaimer: This story is auto-aggregated by a computer program and has not been created or edited by Dailyhunt. Publisher: Indo Kaling Times
Top