ନୂଆଦିଲ୍ଲୀ, ପୂର୍ବତନ କେନ୍ଦ୍ରମନ୍ତ୍ରୀ ଚୌଧୁରୀ ଅଜିତ ସିଂଙ୍କ ଦେହାନ୍ତରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି ।ଏକ ଟ୍ୱିଟ୍ ମାଧ୍ୟମରେ ପ୍ରଧାନମନ୍ତ୍ରୀ ଚୌଧୁରୀ ଅଜିତ ସିଂଙ୍କ ଦେହାନ୍ତରେ ଗଭୀର ଶୋକ ପ୍ରକଟ କରିଛନ୍ତି । କୃଷକଙ୍କ କଲ୍ୟାଣ ପ୍ରତି ଉତ୍ସର୍ଗୀକୃତ ଭାବନା ଏବଂ କେନ୍ଦ୍ର ସରକାରଙ୍କ ବିଭିନ୍ନ ମନ୍ତ୍ରଣାଳୟ ଗୁଡ଼ିକୁ ପରିଚାଳନା କରିବାରେ ତାଙ୍କର ଦକ୍ଷ କାର୍ଯ୍ୟଶୈଳୀକୁ ପ୍ରଧାନମନ୍ତ୍ରୀ ମନେ ପକାଇଛନ୍ତି । ଶ୍ରୀ ମୋଦୀ ତାଙ୍କ ପରିବାର ଏବଂ ପ୍ରଶଂସକଙ୍କୁ ସମବେଦନା ଜଣାଇଛନ୍ତି । 40183 SHARES Share on Facebook Tweet Follow us Share Share Share Share Share 40183 SHARES Share on Facebook Tweet Follow us Share Share Share Share Share Share on Facebook Tweet Follow us Share Share Share Share Share