Friday, 07 May, 6.17 pm Indo Kaling Times

ଓଡ଼ିଆ
ପ୍ରଧାନମନ୍ତ୍ରୀଙ୍କ ଚୌଧୁରୀ ଅଜିତ ସିଂଙ୍କ ଦେହାନ୍ତରେ ଶୋକ

ନୂଆଦିଲ୍ଲୀ, ପୂର୍ବତନ କେନ୍ଦ୍ରମନ୍ତ୍ରୀ ଚୌଧୁରୀ ଅଜିତ ସିଂଙ୍କ ଦେହାନ୍ତରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି ।ଏକ ଟ୍ୱିଟ୍ ମାଧ୍ୟମରେ ପ୍ରଧାନମନ୍ତ୍ରୀ ଚୌଧୁରୀ ଅଜିତ ସିଂଙ୍କ ଦେହାନ୍ତରେ ଗଭୀର ଶୋକ ପ୍ରକଟ କରିଛନ୍ତି । କୃଷକଙ୍କ କଲ୍ୟାଣ ପ୍ରତି ଉତ୍ସର୍ଗୀକୃତ ଭାବନା ଏବଂ କେନ୍ଦ୍ର ସରକାରଙ୍କ ବିଭିନ୍ନ ମନ୍ତ୍ରଣାଳୟ ଗୁଡ଼ିକୁ ପରିଚାଳନା କରିବାରେ ତାଙ୍କର ଦକ୍ଷ କାର୍ଯ୍ୟଶୈଳୀକୁ ପ୍ରଧାନମନ୍ତ୍ରୀ ମନେ ପକାଇଛନ୍ତି । ଶ୍ରୀ ମୋଦୀ ତାଙ୍କ ପରିବାର ଏବଂ ପ୍ରଶଂସକଙ୍କୁ ସମବେଦନା ଜଣାଇଛନ୍ତି ।

40183

SHARES

Share on Facebook Tweet Follow us Share Share Share Share Share

40183

SHARES

Share on Facebook Tweet Follow us Share Share Share Share Share

Share on Facebook

Tweet

Follow us

Share

Share

Share

Share

Share

Dailyhunt
Disclaimer: This story is auto-aggregated by a computer program and has not been created or edited by Dailyhunt. Publisher: Indo Kaling Times
Top