Dailyhunt Logo
  • Light mode
    Follow system
    Dark mode
    • Play Story
    • App Story
ହକି ବିଶ୍ୱକପ୍‌ ଟ୍ରଫି ଉନ୍ମୋଚିତ

ହକି ବିଶ୍ୱକପ୍‌ ଟ୍ରଫି ଉନ୍ମୋଚିତ

Kalinga News 19 hrs ago

କି ବିଶ୍ୱକପ୍‌ ଟ୍ରଫି ଉନ୍ମୋଚିତ । କଳିଙ୍ଗ ଷ୍ଟାଡିୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଅନ୍ତର୍ଜାତୀୟ ହକି ମହାସିଂଘର ସଭାପତି ନରିନ୍ଦର ବାତ୍ରା ହକି ବିଶ୍ୱକପ ଟ୍ରଫିକୁ ଉନ୍ମୋଚନ କରିଛନ୍ତି । ଏହି ଅବସରରେ କ୍ରିକେଟର ଅନୀଲ କୁମ୍ବଲେ, ଅଲିମ୍ପିଆନ ସୁଟର ଗଗନ ନାରଙ୍ଗ,ବ୍ୟାଡମିଣ୍ଟନ କୋଚ୍‌ ପୁଲେଲା ଗୋପୀଚାନ୍ଦ ଉପସ୍ଥିତ ଥିଲେ ।

ଆସନ୍ତା ୨୮ରୁ ଆରମ୍ଭ ହେବ ପୁରୁଷ ହକି ବିଶ୍ୱକପ୍‌ ।

Kalinga News

Dailyhunt
Disclaimer: This content has not been generated, created or edited by Dailyhunt. Publisher: Kalinga News