Dailyhunt Logo
  • Light mode
    Follow system
    Dark mode
    • Play Story
    • App Story
କମିଛି ପେଟ୍ରୋଲ ଏବଂ ଡିଜେଲ ଦର, ଜାଣନ୍ତୁ କେତେ ଅଛି ଆଜିର ଦାମ୍

କମିଛି ପେଟ୍ରୋଲ ଏବଂ ଡିଜେଲ ଦର, ଜାଣନ୍ତୁ କେତେ ଅଛି ଆଜିର ଦାମ୍

K NEWS 1 week ago

ଭୁବନେଶ୍ୱର: ଗାଡ଼ିରେ ପେଟ୍ରୋଲ କିମ୍ବା ଡିଜେଲ ପକାଇବା ପୂର୍ବରୁ ଜାଣି ନିଅନ୍ତୁ ଦର । ପ୍ରତିଦିନ ତେଲର ନୂଆ ଦର ନିର୍ଦ୍ଧାରଣ କରାଯାଇଥାଏ । ଆଜି ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୮.୮୯ ଟଙ୍କା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୧୦୦.୬୦ ପଇସା ରହିଛି ।

ସେହିପରି ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୧୦୨ ଟଙ୍କା ୧୨ ପଇସା ଓ ଡିଜେଲ ଦର ୯୫ ଟଙ୍କା ୨୦ ପଇସା ହୋଇଛି ।

ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୧୧ ଟଙ୍କା ୧୮ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୭.୮୩ ଟଙ୍କା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୧୩.୫୧ ଟଙ୍କା ଥିବାବେଳେ ଡିଜେଲ ଦର ୯୯ ଟଙ୍କା ୮୨ ପଇସା ରହିଛି । ଚେନ୍ନାଇରେ ପେଟ୍ରୋଲ ଦର ୧୦୭ ଟଙ୍କା ୭୭ ପଇସା ଥିବା ବେଳେ ଡିଜେଲ ଦାମ ୯୯ ଟଙ୍କା୫୫ ପଇସା ରହିଛି । ପ୍ରତ୍ୟେକ ଦିନ ସକାଳ ୬ଟାରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ । ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ । ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ ।

Dailyhunt
Disclaimer: This content has not been generated, created or edited by Dailyhunt. Publisher: Knews Odisha