Dailyhunt Logo
  • Light mode
    Follow system
    Dark mode
    • Play Story
    • App Story
ଶୀତଳଷଷ୍ଠୀକୁ ଏକ କୋଟି ୮ଲକ୍ଷ ଅନୁଦାନ, ମୁଖ୍ୟମନ୍ତ୍ରୀ ଦେଲେ ନିର୍ଦ୍ଦେଶ

ଶୀତଳଷଷ୍ଠୀକୁ ଏକ କୋଟି ୮ଲକ୍ଷ ଅନୁଦାନ, ମୁଖ୍ୟମନ୍ତ୍ରୀ ଦେଲେ ନିର୍ଦ୍ଦେଶ

K NEWS 3 weeks ago

ଭୁବନେଶ୍ୱର : ସମ୍ବଲପୁର ଶୀତଳ ଷଷ୍ଠୀକୁ ଏକ କୋଟି ୮ଲକ୍ଷ ଟଙ୍କା ଆର୍ଥିକ ଅନୁଦାନ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନିର୍ଦ୍ଦେଶରେ ସମ୍ବଲପୁର ଜିଲ୍ଲା ଶୀତଳ ଷଷ୍ଠୀ ପର୍ବ ପାଳନ ପାଇଁ ଆର୍ଥିକ ସହାୟତା ପ୍ରଦାନ କରାଯିବ । ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଏକ କୋଟି ୮ଲକ୍ଷ ଟଙ୍କା ପ୍ରଦାନ କରାଯିବ । ଚଳିତ ବର୍ଷ ସମ୍ବଲପୁର ଜିଲ୍ଲାର ସର୍ବମୋଟ ୨୧ଟି କମିଟି ମଧ୍ଯରେ ଏହି ରାଶି ପ୍ରଦାନ କରାଯିବ ।

ସମ୍ବଲପୁରର ଶୀତଳ ଷଷ୍ଠୀ ପର୍ବ ଓଡ଼ିଶାର ସମୃଦ୍ଧ ସଂସ୍କୃତି, ଐତିହ୍ୟ ଓ ପରମ୍ପରା ସହ ଅଙ୍ଗାଙ୍ଗୀ ଭାବେ ଜଡ଼ିତ ବୋଲି କହିଛନ୍ତି ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ।

Dailyhunt
Disclaimer: This content has not been generated, created or edited by Dailyhunt. Publisher: Knews Odisha