Dailyhunt Logo
  • Light mode
    Follow system
    Dark mode
    • Play Story
    • App Story
ଅଗଷ୍ଟ ୩୧ ରେ ମୁଖ୍ୟମନ୍ତ୍ରୀଙ୍କ ଜନଅଭିଯୋଗ ଶୁଣାଣି ବନ୍ଦ

ଅଗଷ୍ଟ ୩୧ ରେ ମୁଖ୍ୟମନ୍ତ୍ରୀଙ୍କ ଜନଅଭିଯୋଗ ଶୁଣାଣି ବନ୍ଦ

Madhulekha 1 week ago

ସନ୍ତା ସୋମବାର ଅଗଷ୍ଟ ୩୧ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ । ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ଆସନ୍ତା ସୋମବାର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ଜନସାଧାରଣଙ୍କୁ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ ବୋଲି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Dailyhunt
Disclaimer: This content has not been generated, created or edited by Dailyhunt. Publisher: Madhulekha