Dailyhunt Logo
  • Light mode
    Follow system
    Dark mode
    • Play Story
    • App Story
ଓଡ଼ିଶାରେ ଆରମ୍ଭ SIR ପ୍ରକ୍ରିୟା, ବାଲୁକା କଳାରେ ଶୁଭେଚ୍ଛା ଦେଲେ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ

ଓଡ଼ିଶାରେ ଆରମ୍ଭ SIR ପ୍ରକ୍ରିୟା, ବାଲୁକା କଳାରେ ଶୁଭେଚ୍ଛା ଦେଲେ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ

Madhulekha 2 weeks ago

ଜିଠୁ ରାଜ୍ୟରେ ଆରମ୍ଭ ହୋଇଛି ସ୍ୱତନ୍ତ୍ର ସଘନ ସଂଶୋଧନ ବା ଏସଆଇଆର - ୨୦୨୬ କାର୍ଯ୍ୟକ୍ରମ । ଜୁନ ୨୮ ପର୍ଯ୍ୟନ୍ତ ଓଡିଶାରେ ଚାଲିବ ଏସଆଇଆର କାର୍ଯ୍ୟକ୍ରମ । SIR 2026 ଶୁଭାରମ୍ଭ ପୂର୍ବରୁ ଆଜି ପୁରୀ ସମୁଦ୍ରତଟରେ ଆୟୋଜିତ ଭୋଟର ସଚେତନତା କାର୍ଯ୍ୟକ୍ରମର ଝଲକ ଦେଖିବାକୁ ମିଳିଛି । ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକଙ୍କ ଆକର୍ଷଣୀୟ ବାଲୁକା କଳା ମାଧ୍ୟମରେ ସ୍ୱତନ୍ତ୍ର ସଘନ ସଂଶୋଧନ (SIR) 2026 ସମ୍ପର୍କରେ ସଚେତନତା ସୃଷ୍ଟି କରିଛନ୍ତି ।

ଏକ ସଠିକ୍ ଓ ସ୍ୱଚ୍ଛ ଭୋଟର ତାଲିକା ଗଠନ ପାଇଁ ମତଦାତାମାନଙ୍କ ସକ୍ରିୟ ସହଯୋଗ ଓ ଅଂଶଗ୍ରହଣର ଗୁରୁତ୍ୱ ସମ୍ପର୍କରେ ବାର୍ତ୍ତା ପ୍ରଦାନ କରାଯାଇଥିଲା।

Dailyhunt
Disclaimer: This content has not been generated, created or edited by Dailyhunt. Publisher: Madhulekha