Dailyhunt Logo
  • Light mode
    Follow system
    Dark mode
    • Play Story
    • App Story
ଏଣିକି ଆଡମିଟ୍ ପୂର୍ବରୁ ଆୟୁଷ୍ମାନ କାର୍ଡରେ ହେବ ସବୁ ମେଡିକାଲ ପରୀକ୍ଷା  : ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ

ଏଣିକି ଆଡମିଟ୍ ପୂର୍ବରୁ ଆୟୁଷ୍ମାନ କାର୍ଡରେ ହେବ ସବୁ ମେଡିକାଲ ପରୀକ୍ଷା : ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ

Mo Odisha News 2 weeks ago

ଭୁବନେଶ୍ୱର : ଆୟୁଷ୍ମାନ କାର୍ଡକୁ ନେଇ ଆଜି ଏକ ବଡ ଖବର ସାମ୍ନାକୁ ଆସିଛି। ଏଣିକି ଆୟୁଷ୍ମାନ କାର୍ଡରେ ହେବ ସବୁ ମେଡିକାଲ ପରୀକ୍ଷା। ଏନେଇ ଘୋଷଣା କରିଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ। ମନ୍ତ୍ରୀ କହିଛନ୍ତି, ଏଣିକି ଆୟୁଷ୍ମାନ କାର୍ଡ଼ରେ ହେବ ସବୁ ମେଡିକାଲ ପରୀକ୍ଷା। ରୋଗୀ ହସ୍ପିଟାଲରେ ଆଡମିଟ୍ ହେବାର ୩ ଦିନ ପୂର୍ବରୁ କାର୍ଡରେ ହେବ ପରୀକ୍ଷା।

୩ ଦିନ ପୂର୍ବରୁ ଯାହା ଟେଷ୍ଟ ହେବ ତାହା ଆୟୁଷ୍ମାନ ପ୍ୟାକେଜରେ ଅନ୍ତର୍ଭୁକ୍ତ ହେବ। ଏହି ଗାଇଡଲାଇନ ନମାନିଲେ ହସ୍ପିଟାଲ ବିରୋଧରେ ଆକ୍ସନ ନିଆଯିବ ବୋଲି ମନ୍ତ୍ରୀ କହିଛନ୍ତି।

Dailyhunt
Disclaimer: This content has not been generated, created or edited by Dailyhunt. Publisher: Mo Odisha