Dailyhunt Logo
  • Light mode
    Follow system
    Dark mode
    • Play Story
    • App Story
ନୃଶଂସ ସ୍ବାମୀ,  ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ କଲା ଆକ୍ରମଣ

ନୃଶଂସ ସ୍ବାମୀ, ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ କଲା ଆକ୍ରମଣ

Mo Odisha News 2 weeks ago

ଞ୍ଜନଗର : ଘରୋଇ କଳିରୁ ମହାଭାରତ । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ଆକ୍ରମଣ କଲା ସ୍ବାମୀ । ଗୁରୁତର ଅବସ୍ଥାରେ ମହିଳା ଜଣଙ୍କ ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ଗଂଜାମ ଜିଲ୍ଲା ଗାଙ୍ଗପୁର ଥାନା ଅନ୍ତର୍ଗତ, ଖଇରପୁଟି ଗାଁରେ ଘଟିଛି ଏଭଳି ଘଟଣା । ସ୍ବାମୀ ସଞ୍ଜୟ ବିଷୋୟୀଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରୁଛି ପୋଲିସ ।

ତେବେ ଏନେଇ ଥାନାରେ ଲିଖିତ ଅଭିଯୋଗ ହୋଇନଥିବା କହିଛନ୍ତି, ଥାନାଧିକାରୀ ।

Dailyhunt
Disclaimer: This content has not been generated, created or edited by Dailyhunt. Publisher: Mo Odisha