Dailyhunt Logo
  • Light mode
    Follow system
    Dark mode
    • Play Story
    • App Story
ଦେବାଶିଷଙ୍କ ଇସ୍ତଫା ପରେ ,ବିଜେଡିର ସାମ୍ବାଦିକ ସମ୍ମିଳନୀ

ଦେବାଶିଷଙ୍କ ଇସ୍ତଫା ପରେ ,ବିଜେଡିର ସାମ୍ବାଦିକ ସମ୍ମିଳନୀ

ଭୁବନେଶ୍ବର : ଦେବାଶିଷ ସାମନ୍ତରାୟ ବିଜେଡିରୁ ଇସ୍ତଫା ଦେବା ପରେ ବିଜେଡିର ସାମ୍ବାଦିକ ସମ୍ମିଳନୀ । ଦେବାଶିଷ ସାମନ୍ତରାୟ ଦଳ ଛାଡିବା ବିଜେଡି ଉପରେ କୌଣସି ପ୍ରଭାବ ପଡିବ ନାହିଁ । ସେ ଦଳରୁ ୫ ଥର ଟିକେଟ ନେଇଛନ୍ତି । ନିଜ ଭୁଲ ପାଇଁ ଦୁଇ ଥର ହାରିଛନ୍ତି । ଏବେ ରାଜ୍ୟସଭା ଯାଇଛନ୍ତି । ସେ ନିଜ ସ୍ୱାର୍ଥ ପାଇଁ ଦଳ ଛାଡିଛନ୍ତି ।

ସେ ଦଳରୁ ଆଉ କେତେ ନେଇଥାନ୍ତେ । ଗତ ୪ ବର୍ଷରେ ଦଳ ପାଇଁ ତାଙ୍କର କୌଣସି ଅବଦାନ ନାହିଁ । ଦଳର ପ୍ରତିକୂଳ ପରିସ୍ଥିତିରେ ସେ ଦଳ ସହ ନାହାନ୍ତି । ସେ ବ୍ୟକ୍ତିଗତ ସ୍ୱାର୍ଥ ଦଳ ଛାଡିଛନ୍ତି ।

କଟକରେ ତାଙ୍କର ସଂଗଠନ ନାହିଁ । ଦିଲ୍ଲୀରେ କେବେ ତାଙ୍କ ସ୍ୱର ନଥିଲା । ଅନେକ ଲୋକ ଅଛନ୍ତି ଦିଲ୍ଲୀରେ ଦଳର ସ୍ୱର ଉଠାଇବା ପାଇଁ । ଦଳରେ ବର୍ତ୍ତମାନ କର୍ମୀ ସଂଖ୍ୟା ବଢ଼ୁଛନ୍ତି । ତାଙ୍କ ପ୍ରାପ୍ୟ ଠାରୁ ଅଧିକ ବିଜେଡି ଦେଇଛି ବୋଲି ପ୍ରତିକ୍ରିୟା ରଖିଛି ବିଜେଡି ।…

Dailyhunt
Disclaimer: This content has not been generated, created or edited by Dailyhunt. Publisher: Nandi Ghosa TV