NEWS7
NEWS7

ବହିଷ୍କୃତ କନଷ୍ଟେବଳ ପ୍ରସନ୍ନ ବେହେରାଙ୍କ ଘରେ ଭିଜିଲାନ୍ସ ଚଢାଉ, ଏକକାଳୀନ ୫ଟି ସ୍ଥାନରେ ଚାଲିଛି ରେଡ୍

ବହିଷ୍କୃତ କନଷ୍ଟେବଳ ପ୍ରସନ୍ନ ବେହେରାଙ୍କ ଘରେ ଭିଜିଲାନ୍ସ ଚଢାଉ, ଏକକାଳୀନ ୫ଟି ସ୍ଥାନରେ ଚାଲିଛି ରେଡ୍
  • 41d
  • 0 views
  • 0 shares

ଭୁବନେଶ୍ବର ୨୮ ।୧୦: ବହିଷ୍କୃତ କନଷ୍ଟେବଳ ପ୍ରସନ୍ନ ବେହେରାଙ୍କ ଘରେ ଭିଜିଲାନ୍ସ ଚଢାଉ । ପ୍ରସନ୍ନଙ୍କ ୫ଟି ଘରେ ଏକକାଳୀନ ରେଡ୍ କରୁଛି ଭିଜିଲାନ୍ସ ଟିମ୍ । ଏହି ଚଢାଉରେ ୫ଟି ଭିଜିଲାନ୍ସ ଟିମ୍ ନିୟୋଜିତ ଅଛନ୍ତି ।

ତେବେ କଳ୍ପନା ଛକରେ ଥିବା ସରକାରୀ କ୍ବାର୍ଟର, ଡୁମୁଡୁମା ସ୍ଥିତ ସ୍ପାର୍କ ଫର୍ଣ୍ଣିଚର, ଲିଙ୍ଗିପୁର ସନ୍ଥବିହାର ସ୍ଥିତ ଫର୍ଣ୍ଣିଚର ୱାର୍କସପ୍, ପାତ୍ରପଡା ସ୍ଥିତ ସାଉଥସିଟି ବାର୍, ଖୋର୍ଦ୍ଧା ନୂଆପଡା ସ୍ଥିତ ପୈତୃକ ଦୁଇ ମହଲା ବାସଭବନରେ ଚଢାଉ ଜାରି ରହିଛି ।

ଅଧିକ ପଢନ୍ତୁ
NEWS7
NEWS7

ଦେଶର ପ୍ରଥମ ସିଡିଏସ ବିପିନ ରାୱତଙ୍କ ପରଲୋକ: ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି, ରାଜନାଥ ସିଂହ

ଦେଶର ପ୍ରଥମ ସିଡିଏସ ବିପିନ ରାୱତଙ୍କ ପରଲୋକ: ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି, ରାଜନାଥ ସିଂହ
  • 11hr
  • 0 views
  • 185 shares

ନୂଆଦିଲ୍ଲୀ ୦୮/୧୨ : ତାମିଲନାଡୁ କୁନ୍ନୁରରେ ସେନା ହେଲିକପ୍ଟର ଦୁର୍ଘଟଣା ହୋଇଛି। ହେଲିକପ୍ଟରରେ ସିଡିଏସ ଜେନେରାଲ ବିପିନ ରାୱତଙ୍କ ସମେତ ୧୪ ଜଣ ଥିଲେ। ଦୁର୍ଘଟଣାରେ ରାବତଙ୍କ ସମେତ ୧୪ ଜଣଙ୍କ ମୃତ୍ୟୁ ହୋଇଛି। ବିପିନ ରାୱତଙ୍କ ସହ ତାଙ୍କ ପତ୍ନୀ ମଧୁଲିକା ଓ ସେନା ଯବାନ ଥିଲା। ବିପିନ ରାୱତଙ୍କ ମୃତ୍ୟୁରେ ପ୍ରଧାନମନ୍ତ୍ରୀ ମୋଦି, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ସମେତ ଅନେକ ନେତା ମନ୍ତ୍ରୀ ଶୋକ ପ୍ରକାଶ କରିଛନ୍ତି।

ଅଧିକ ପଢନ୍ତୁ
Odisha Reporter

ସିଡିଏସ ବିପିନ ରାୱତଙ୍କ ହେଲିକପ୍ଟର କ୍ରାଶ: ମୃତ୍ୟୁସଂଖ୍ୟା ୧୧କୁ ବଢ଼ିଲା

ସିଡିଏସ ବିପିନ ରାୱତଙ୍କ ହେଲିକପ୍ଟର କ୍ରାଶ: ମୃତ୍ୟୁସଂଖ୍ୟା ୧୧କୁ ବଢ଼ିଲା
  • 15hr
  • 0 views
  • 275 shares

ଚେନ୍ନାଇ: ତାମିଲନାଡୁର କନ୍ନୁର ଠାରେ ହୋଇଥିବା ଭୟଙ୍କର ହେଲିକପ୍ଟର କ୍ରାଶ ଘଟଣାରେ ମୃତ୍ୟୁସଂଖ୍ୟା ୧୧କୁ ବୃଦ୍ଧି ପାଇଛି। ବାୟୁସେନାର ଏହି ଏମଆଇ ସିରିଜ୍‌ ହେଲିକପ୍ଟରରେ ତିନି ସେନାର ମୁଖ୍ୟ(ସିଡିଏସ୍‌) ବିପିନ ରାୱତ, ତାଙ୍କ ପତ୍ନୀ ଓ ଅନ୍ୟ ବରିଷ୍ଠ ଅଧିକାରୀ ରହିଥିଲେ।

୧୪ ଜଣଙ୍କୁ ନେଇ ହେଲିକପ୍ଟର୍‌ଟି ୱେଲିଂଟନ୍‌ ଏୟାରବେସ୍‌କୁ ଯାଉଥିଲା।

ଅଧିକ ପଢନ୍ତୁ

No Internet connection

Link Copied