Saturday, 06 Mar, 7.18 am NEWS7

ହୋମ
ମାର୍ଚ୍ଚ ୬ ତାରିଖ, ଶନିବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

ମେଷ - ଆଜି କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ । କେତେକ ସମସ୍ୟାକୁ କେନ୍ଦ୍ର କରି ନୂତନ କର୍ମସଂସ୍ଥାନ ପାଇଁ ମନ ବଳିବ । ଶୁଭ ରଙ୍ଗ କଳା । ଶୁଭ ଅଙ୍କ ୭ ।

• ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

• ବ୍ୟବସାୟୀ- ମଧୁରଭାଷୀ ହେବେ ।

• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।

• ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।

• ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।

• ଚାଷୀ- ଉତ୍ତମ ଫଳ ପାଇବେ ।

ବୃଷ - ପ୍ରତ୍ୟେକ ପ୍ରତିବନ୍ଧକକୁ ଦୃଢତାର ସହ ସମ୍ମୁଖୀନ ହୋଇ କାମ କରିବେ । ବନ୍ଧୁଙ୍କ ନିମନ୍ତ୍ରଣ ରକ୍ଷା କରି ଶୁଭ କାର୍ଯ୍ୟରେ ଯୋଗ ଦେଇପାରନ୍ତି । ଶୁଭ ରଙ୍ଗ ପିଚ୍‌ । ଶୁଭ ଅଙ୍କ ୪ ।

• ଚାଷୀ- ଜଳବାୟୁ ବିଷୟରେ ସଠିକ୍‌ ବିବରଣୀ ନିଅନ୍ତୁ ।

• ରୋଗୀ- ଚକ୍ଷୁ ପୀଡା ହେବ ।

• ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।

• କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।

• ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।

• ଗୃହିଣୀ- ସୁଖଭାରା ଦିନଟି ।

ମିଥୁନ - କର୍ମକ୍ଷେତ୍ରରେ ପ୍ରତିଦ୍ୱନ୍ଦ୍ୱୀ, ଦୋଷାରପୋ କରି ସମସ୍ୟାକୁ ବଢାଇ ଦେଇପାରନ୍ତି । ପୂର୍ବ ଯୋଜନା ଅନୁଯାୟୀ କର୍ମରେ ନିଯୁକ୍ତି ହେଲେ କିଛି ଅସୁବିଧା ହେବନି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୬ ।

• ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

• ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।

• କର୍ମଜୀବି- ସମ୍ମାନ ପାଇବେ ।

• ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।

• ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

କର୍କଟ - ଆତ୍ମୀୟଜନଙ୍କ ସହ-ଯୋଗରେ ସକାଳୁ ସକାଳୁ ନୂତନ କର୍ମାରମ୍ଭ ପ୍ରୀତିପଦ ହେବ । ଦକ୍ଷତା ଓ ସଚ୍ଚୋଟତା ହେତୁ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ଶୁଭ ରଙ୍ଗ ପିଙ୍କ୍‌ । ଶୁଭ ଅଙ୍କ ୧ ।

• ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍‌ ।(ପରୀକ୍ଷିତ)

• ରୋଗୀ- ଅସୁସ୍ଥ ଅନୁଭବ କରିବେ ।

• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

• କର୍ମଜୀବି- ଅର୍ଥ ମିଳିବ ।

• ବ୍ୟବସାୟୀ- ଅର୍ଥ ଲାଭ ହେବ ।

• ଗୃହିଣୀ- ସୁଖୀ ହେବେ ।

ସିଂହ - ସରକାରୀ କାମରେ ଆଜି ମାତ୍ରାଧିକ ଭ୍ରମଣ ଯୋଗୁ କ୍ଳାନ୍ତି ଅନୁଭବ କରିପାରନ୍ତି । କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ । ଶୁଭ ରଙ୍ଗ ମେରୁନ୍‌ । ଶୁଭ ଅଙ୍କ ୫ ।

• ଗୃହିଣୀ- ସ୍ୱାଭିମାନୀ ହେବେ ।

• ବ୍ୟବସାୟୀ- ବିଦେଶୀ ଜିନିଷରେ କ୍ଷତି ହେବ ।

• କର୍ମଜୀବି- ନୂଆ ଜବ୍‌ ମିଳିବା କଷ୍ଟ ।

• ରୋଗୀ- ସତର୍କତାର ଦିନ ।

କନ୍ୟା - କୌଣସି କ୍ଷେତ୍ରରେ ବିବାଦୀୟ ବିଷୟକୁ ନେଇ ମୁଣ୍ଡ ନ ପୂରାଇବା ଭଲ ହେବ । ବାରମ୍ବାର ଜାନକୁହା କଥା ଶୁଣି ବିଶ୍ୱସ୍ତ କର୍ମଚାରିଟିର ମନୋଭାବ ବଦଳିଯିବାର ଆଶଙ୍କା ରହିଛି । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୨ ।

• ଚାଷୀ- ଶ୍ରମ ସାର୍ଥକ ହେବ ।

• ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।

• ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।

• କର୍ମଜୀବି- କରତ୍‌କର୍ମା ହେବେ ।

• ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।

• ଗୃହିଣୀ- ଧର୍ଯ୍ୟବାନ୍‌ ହେବେ ।

ତୁଳା - ଅତୀତରେ ସୃଷ୍ଟି ହୋଇଥିବା ସମସ୍ୟାଆଜି ହଠାତ୍‌ ସମାଧାନ ହେବ । ମାଙ୍ଗଳିକ କାର୍ଯ୍ୟରେ ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।

• ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

• ବ୍ୟବସାୟୀ- ପ୍ରଚୁର ଲାଭ ହେବ ।

• କର୍ମଜୀବି- ସମ୍ମାନ ପାଇବେ ।

• ରୋଗୀ- ବ୍ୟାୟାମ୍‌ କରିବା ଉଚିତ୍‌ ।

• ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ବିଛା - କର୍ମକ୍ଷେତ୍ରରେ ସାହସିକତା ପ୍ରଦର୍ଶନ କରି ଉଚ୍ଚ ପ୍ରଶଂସିତ ହେବେ । ସାହିତ୍ୟ ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ । ସ୍ଥଗିତ କାମକୁ ପୂରା କରିବେ । ଶୁଭ ଅଙ୍କ ଧୂସର । ଶୁଭ ଅଙ୍କ ୨ ।

• ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।

• ରୋଗୀ - ସ୍ୱାସ୍ଥ୍ୟ ଅତୁଟ ରହିବ ।

• ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।

• କର୍ମଜୀବି- ସହଯୋଗ ମିଳିବ ।

• ବ୍ୟବସାୟୀ- ବିଜୟୀ ହେବେ ।

• ଗୃହିଣୀ- ସୁଖୀ ହେବେ ।

ଧନୁ - ପାରିବାରିକ ଅସ୍ଥିରତା କାରଣରୁ ଭଲ କଥାକୁ ଭୁଲ୍‌ ବୁଝିପାରନ୍ତି । ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ସାମୟିକ ଆଶ୍ୱସ୍ତି ଲାଭ କରିବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୯ ।

• ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

• ରୋଗୀ- ୟୋଗା କରନ୍ତୁ ।

• କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।

ମକର - ମାନସିକ ଅସ୍ଥିରତା କାରଣରୁ ଭଲ କଥାକୁ ଭୁଲ୍‌ ବୁଝିପାରନ୍ତି । ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ସାମୟିକ ଆଶ୍ୱସ୍ତି ଲାଭ କରିବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୧ ।

• ଗୃହିଣୀ- ପରକୁ ଆପଣାର କରିବେ ।

• ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।

• କର୍ମଜୀବି- ସମ୍ମାନ ପାଇବେ ।

କୁମ୍ଭ - ପାରିବାରିକ ଶୃଙ୍ଖଳା ରକ୍ଷା କରିବା ପାଇଁ ବନ୍ଧୁମାନଙ୍କ ସାହାର୍ଯ୍ୟ ଦରକାର ପଡିପାରେ । କର୍ମକ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ । ଶୁଭ ରଙ୍ଗ ଗ୍ରୀନ୍‌ । ଶୁଭ ଅଙ୍କ ୪ ।

• ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

• ଛାତ୍ରଛାତ୍ରୀ- ବ୍ୟାୟାମ୍‌ କରନ୍ତୁ ।

• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।

• ବ୍ୟବସାୟୀ- ଚୌର ଭୟ ଅଛି ।

• ଗୃହିଣୀ- ସ୍ୱାଭିମାନୀ ହେବେ ।

ମୀନ- ଆକସ୍ମିକ ଭାବରେ ଅନ୍ୟର କାମରେ ବାହାରକୁ ଯିବାକୁ ପଡିପାରେ । ଅତୀତ କଥାକୁ ନେଇ ଗୁଡାଏ ଚିନ୍ତା କରି ମନକୁ ଭାରାକ୍ରାନ୍ତ କରନ୍ତୁ ନାହିଁ । ଶୁଭ ରଙ୍ଗ କଳା । ଶୁଭ ଅଙ୍କ ୭ ।

• ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।

• ରୋଗୀ- ସତର୍କତାର ଦିନ ।

• ଛାତ୍ରଛାତ୍ରୀ- ବିଜ୍ଞ ହେବେ ।

• କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

• ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

• ଗୃହିଣୀ- ସଦିଚ୍ଛା ଭାବ ରହିବ ।

Dailyhunt
Disclaimer: This story is auto-aggregated by a computer program and has not been created or edited by Dailyhunt. Publisher: News 7
Top