Dailyhunt Logo
  • Light mode
    Follow system
    Dark mode
    • Play Story
    • App Story
Baranga Police Station IIC Transferred: ଥାନାରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ ଅଭିଯୋଗ ଘଟଣା; ବଦଳିଲେ ବାରଙ୍ଗ ଥାନା ଆଇଆଇସି ନିରଞ୍ଜନ ବେହେରା

Baranga Police Station IIC Transferred: ଥାନାରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ ଅଭିଯୋଗ ଘଟଣା; ବଦଳିଲେ ବାରଙ୍ଗ ଥାନା ଆଇଆଇସି ନିରଞ୍ଜନ ବେହେରା

Nirvay News 1 week ago

ଦଳିଲେ ବାରଙ୍ଗ ଥାନା ଆଇଆଇସି ନିରଞ୍ଜନ ବେହେରା । ଥାନାରେ ଯୁବକଙ୍କୁ ଥାର୍ଡ ନିର୍ଯାତନା ଅଭିଯୋଗ ପରେ ବାରଙ୍ଗା ଥାନାର ଭାରପ୍ରାପ୍ତ ଇନ୍ସପେକ୍ଟର-ଇନ୍-ଚାର୍ଜ (ଆଇଆଇସି) ନିରଞ୍ଜନ ବେହେରାଙ୍କୁ କଟକର ଡେପୁଟି କମିଶନର ଅଫ୍ ପୋଲିସ (ଡିସିପି)ଙ୍କ କାର୍ଯ୍ୟାଳୟକୁ ବଦଳି କରାଯାଇଛି। ପୁରୀଘାଟ ଥାନା ଆଇଆଇସି ବିଶ୍ବରଞ୍ଜନ ନାୟକଙ୍କୁ ବାରଙ୍ଗ ଆଇଆଇସି ଭାବେ ଅତିରିକ୍ତ ଦାୟିତ୍ବ ଦିଆଯାଇଛି ।

Dailyhunt
Disclaimer: This content has not been generated, created or edited by Dailyhunt. Publisher: Nirvay News