Dailyhunt Logo
  • Light mode
    Follow system
    Dark mode
    • Play Story
    • App Story
Low Pressure Rain in Odisha: ଲଘୁଚାପ ବର୍ଷାରେ ଭିଜୁଛି ଓଡ଼ିଶା; ୫ ଟି ଜିଲ୍ଳାକୁ ରେଡ୍‌ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

Low Pressure Rain in Odisha: ଲଘୁଚାପ ବର୍ଷାରେ ଭିଜୁଛି ଓଡ଼ିଶା; ୫ ଟି ଜିଲ୍ଳାକୁ ରେଡ୍‌ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

Nirvay News 1 week ago

ଘୁଚାପ ପ୍ରଭାବରେ ବର୍ଷାରେ ଭିଜୁଛି ଓଡ଼ିଶା। ରାଜ୍ୟରେ ଜାରି ରହିଛି ଲଗାଣ ବର୍ଷା । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳରେ ସକ୍ରିୟ ଥିବା ସୁସ୍ପଷ୍ଟ ଲଘୁଚାପ ବର୍ତ୍ତମାନ ଅଧିକ ଘନୀଭୂତ ହେବାରେ ଲାଗିଛି । ଏହାରି ମଧ୍ୟରେ ଲଘୁଚାପ ବର୍ଷାକୁ ନେଇ ୫ ଟି ଜିଲ୍ଳାକୁ ରେଡ୍‌ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ ।

ସମ୍ବଲପୁର, ଅନୁଗୁଳ, ବୌଦ୍ଧ,ସୋନପୁର ଓ କନ୍ଧମାଳ ଜିଲ୍ଳାକୁ ରେଡ ୱାର୍ଣ୍ଣିଂ ଜାରି ହୋଇଛି ।

ସେହିପରି ୧୯ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୬ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

Dailyhunt
Disclaimer: This content has not been generated, created or edited by Dailyhunt. Publisher: Nirvay News