Dailyhunt Logo
  • Light mode
    Follow system
    Dark mode
    • Play Story
    • App Story
Woman IIC Found Dead: କଟକ ଚାଉଳିଆଗଞ୍ଜ ଥାନା କ୍ୱାର୍ଟର୍ସରୁ ମହିଳା IICଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

Woman IIC Found Dead: କଟକ ଚାଉଳିଆଗଞ୍ଜ ଥାନା କ୍ୱାର୍ଟର୍ସରୁ ମହିଳା IICଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

Nirvay News 2 weeks ago

ଟକ ସହର ଚାଉଳିଆଗଞ୍ଜ ଥାନା କ୍ୱାର୍ଟର୍ସରୁ ଜଣେ ମହିଳା ଥାନା ଅଧିକାରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ମୃତ ଅଧିକାରୀ ଜଣଙ୍କ ହେଲେ ଚାଉଳିଆଗଞ୍ଜ ଥାନାର ଭାରପ୍ରାପ୍ତ ଅଧିକାରୀ(IIC) ବ୍ୟୁଟି ମହାନ୍ତି ।

ସୂଚନା ଅନୁସାରେ, ଆଜି ସକାଳେ ଥାନା କ୍ୱାର୍ଟର୍ସ ମଧ୍ୟରେ ତାଙ୍କର ଝୁଲନ୍ତା ଅବସ୍ଥାରେ ମୃତଦେହ ଦେଖିବାକୁ ପାଇ ଅନ୍ୟ କର୍ମଚାରୀମାନେ ତୁରନ୍ତ ଉର୍ଦ୍ଧ୍ବତନ ଅଧିକାରୀଙ୍କୁ ଖବର ଦେଇଥିଲେ ।

ମୃତ୍ୟୁର ସଠିକ୍ କାରଣ ଏ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ । ଘଟଣାର ତଦନ୍ତ ଆରମ୍ଭ କରିଛି ପୋଲିସ ।

Dailyhunt
Disclaimer: This content has not been generated, created or edited by Dailyhunt. Publisher: Nirvay News