Dailyhunt Logo
  • Light mode
    Follow system
    Dark mode
    • Play Story
    • App Story
ବସ୍ ଧକ୍କାରେ  ଯୁବତୀ ମୃତ

ବସ୍ ଧକ୍କାରେ ଯୁବତୀ ମୃତ

ODIASpotNEWS 1 week ago

ଟକ: କଟକ ଯୋବ୍ରା ଅଞ୍ଚଳରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଜୟ କପୀସ ନାମ ଏକ ଘରୋଇ ବସ୍ ଧକ୍କାରେ ଚାଲିଗଲା ଯୁବତୀଙ୍କ ଜୀବନ। ସ୍କୁଟିରେ ଯିବା ବେଳେ ଯୁବତୀଙ୍କୁ ପିଟିଲା ବସ୍। ମୃତକ ଯୁବତୀ ଜଣ ସ୍ବାଗତିକା ମହାନ୍ତି ବୋଲି ପରିଚିୟ ପତ୍ରରୁ ଜଣାପଡିଛି। ଅନ୍ୟପଟେ ଘଟଣାସ୍ଥଳରେ ପୁଲିସ ପହଞ୍ଚି ଯୁବତୀଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ କଟକ ବଡ଼ ମେଡିକାଲକୁ ପଠାଇଛି।

ଉଭୟ ସ୍କୁଟି ଓ ବସ୍ ଜବତ କରି ପୁଲିସର ତଦନ୍ତ ଆରମ୍ଭ କରିଛି।

Dailyhunt
Disclaimer: This content has not been generated, created or edited by Dailyhunt. Publisher: ODIA Spot NEWS